Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେ ଯେ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ଵୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;

Faic an caibideil Dèan lethbhreac

ଓଡିଆ ବାଇବେଲ

19 ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ

19 ପୁଣି ସେମାନେ ଯେଉଁ ଦେଶରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗରରେ ବାସ କରନ୍ତି ତାହା କି ପ୍ରକାର, ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି, ତାହା ମଧ୍ୟ ଅନୁସନ୍ଧାନ କର।

Faic an caibideil Dèan lethbhreac




ଗଣନା ପୁସ୍ତକ 13:19
3 Iomraidhean Croise  

ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;


ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।


Lean sinn:

Sanasan


Sanasan