Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ତା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ତା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

24 ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

24 ଇସ୍ରାଏଲର ଲୋକମାନେ ଯେଉଁ ଉପତ୍ୟକାରେ ଦ୍ରାକ୍ଷାପେଣ୍ଡା କାଟି ଥିଲେ, ସେଥି ସକାଶେ ସେହି ସ୍ଥାନ ଇଷ୍କୋଲ ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 13:24
3 Iomraidhean Croise  

ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।


ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।


କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।


Lean sinn:

Sanasan


Sanasan