ଗଣନା ପୁସ୍ତକ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ଵୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା। Faic an caibideilଓଡିଆ ବାଇବେଲ10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା। Faic an caibideilପବିତ୍ର ବାଇବଲ10 ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥର ମାରି ହତ୍ୟା କରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ମହିମା ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ପ୍ରତି ପ୍ରକାଶିତ ହେଲା। Faic an caibideil |