ଗଣନା ପୁସ୍ତକ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା। Faic an caibideilଓଡିଆ ବାଇବେଲ12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା। Faic an caibideilପବିତ୍ର ବାଇବଲ12 ମୁଁ ମହାମାରୀଦ୍ୱାରା ସେମାନଙ୍କୁ ସଂହାର କରିବି ଓ ସେମାନଙ୍କର ଅଧିକାର ଛଡ଼େଇ ନେବି। ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଜାତି କରିବି।” Faic an caibideil |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।