ଗଣନା ପୁସ୍ତକ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।” Faic an caibideilପବିତ୍ର ବାଇବଲ (Re-edited) - (BSI)25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ-ସମୁଦ୍ରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର। Faic an caibideilଓଡିଆ ବାଇବେଲ25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।” Faic an caibideilପବିତ୍ର ବାଇବଲ25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳ ଭୂମିରେ ବାସ କରନ୍ତି। କାଲି ତୁମ୍ଭେମାନେ ଫେରି ଲୋହିତ ସାଗର ପଥଦେଇ ମରୁଭୂମିକୁ ଗମନ କରିବା ଉଚିତ୍।” Faic an caibideil |