ଗଣନା ପୁସ୍ତକ 14:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧ ବହିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ। Faic an caibideilଓଡିଆ ବାଇବେଲ34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ। Faic an caibideilପବିତ୍ର ବାଇବଲ34 ଗୋଟିଏ ବର୍ଷ ଗୋଟିଏ ଦିନ ହିସାବରେ ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ସେହି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତେଣେ ବୁଲିବ, ତା'ପରେ ମୋର କ୍ରୋଧ ତୁମ୍ଭେ ଜାଣିବ।’ Faic an caibideil |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।