Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 14:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

41 ତହିଁରେ ମୋଶା କହିଲେ, ଏବେ ତୁମ୍ଭେମାନେ କିହେତୁ ସଦାପ୍ରଭୁଙ୍କ ଆଜ୍ଞା ଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କି କାରଣରୁ ସଦାପ୍ରଭୁଙ୍କ ଆଜ୍ଞା ଲଘଂନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।

Faic an caibideil Dèan lethbhreac




ଗଣନା ପୁସ୍ତକ 14:41
7 Iomraidhean Croise  

ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”


ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।


ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।


ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”


ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ‘ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ;’ କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”


ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ?”


Lean sinn:

Sanasan


Sanasan