ଗଣନା ପୁସ୍ତକ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଦମଧୁପ୍ରବାହୀ ଅଟେ। Faic an caibideilଓଡିଆ ବାଇବେଲ8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ। Faic an caibideilପବିତ୍ର ବାଇବଲ8 ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ, ସେହି ଦେଶ ଦୁଗ୍ଧମଧୁପ୍ରବାହୀ ଅଟେ। Faic an caibideil |
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।