ଗଣନା ପୁସ୍ତକ 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ଵରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ। Faic an caibideilଓଡିଆ ବାଇବେଲ9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ। Faic an caibideilପବିତ୍ର ବାଇବଲ9 ତେଣୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଅ ନାହିଁ, ଆଉ ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ। ସେମାନେ ଆମ୍ଭମାନଙ୍କର ଖାଦ୍ୟ ସ୍ୱରୂପ। ସେମାନଙ୍କର ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଭୟ କର ନାହିଁ।” Faic an caibideil |
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।