Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଏହିରୂପେ ପ୍ରତ୍ୟେକ ଗୋରୁ ଓ ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ, ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ ପାଇଁ ପ୍ରସ୍ତୁତ କରାଯିବା ଉଚିତ୍।

Faic an caibideil Dèan lethbhreac




ଗଣନା ପୁସ୍ତକ 15:11
5 Iomraidhean Croise  

ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।


ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।


ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।


ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।


ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।


Lean sinn:

Sanasan


Sanasan