Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କୁ ଏହାର କିଛି ଅଂଶ ଅର୍ପଣ କରିବା ଉଚିତ୍।

Faic an caibideil Dèan lethbhreac




ଗଣନା ପୁସ୍ତକ 15:19
3 Iomraidhean Croise  

ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।


ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,


Lean sinn:

Sanasan


Sanasan