ଗଣନା ପୁସ୍ତକ 15:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)25 ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି। Faic an caibideilଓଡିଆ ବାଇବେଲ25 ଆଉ ଯାଜକ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି। Faic an caibideilପବିତ୍ର ବାଇବଲ25 “ଆଉ ଯାଜକ ଇସ୍ରାଏଲର ଲୋକମାନଙ୍କ ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାୟଶ୍ଚିତ କରିବା ଉଚିତ୍; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜ ଉପହାର ଅର୍ଥାତ୍ ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣି ଅଛନ୍ତି। Faic an caibideil |