ଗଣନା ପୁସ୍ତକ 15:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)26 ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ଵନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା। Faic an caibideilଓଡିଆ ବାଇବେଲ26 ତହିଁରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା। Faic an caibideilପବିତ୍ର ବାଇବଲ26 ଇସ୍ରାଏଲର ସମସ୍ତ ଲୋକ ଓ ବିଦେଶୀ ମୂଳ ବାସୀନ୍ଦା କ୍ଷମା ପାଇବେ। କାରଣ ସେହି ସମସ୍ତ ଲୋକମାନେ ଭୁଲ୍ କରିଥିଲେ। Faic an caibideil |