ଗଣନା ପୁସ୍ତକ 15:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞାଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା ଲଙ୍ଘନ କଲା; ସେହି ପ୍ରାଣୀ ନିତା; ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ। Faic an caibideilଓଡିଆ ବାଇବେଲ31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା-ଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ। Faic an caibideilପବିତ୍ର ବାଇବଲ31 କାରଣ ସେ ସଦାପ୍ରଭୁଙ୍କର ବାକ୍ୟ ଅବଜ୍ଞା କଲା ଓ ତାଙ୍କର ଆଜ୍ଞା ଭଙ୍ଗ କଲା, ତେଣୁ ସେ ବ୍ୟକ୍ତି ନିଶ୍ଚିତ ବହିସ୍କାର ହେବ ଓ ତା'ର ପାପ ସେ ବହନ କରିବ।” Faic an caibideil |