ଗଣନା ପୁସ୍ତକ 15:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ; Faic an caibideilପବିତ୍ର ବାଇବଲ (Re-edited) - (BSI)38 ଇସ୍ରାଏଲ-ସନ୍ତାନଗଣକୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ; Faic an caibideilଓଡିଆ ବାଇବେଲ38 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ; Faic an caibideilପବିତ୍ର ବାଇବଲ38 “ଇସ୍ରାଏଲ ଲୋକମାନଙ୍କୁ କୁହ, ଏହି ଆଜ୍ଞା ଜଣାଇ ଦିଅ, ସେମାନେ ନିଜ ନିଜ ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ। ପୁରୁଷାନୁକ୍ରମେ ତାକୁ ଚିରକାଳ ପରିଧାନ କରିବା ଉଚିତ୍। Faic an caibideil |