Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 15:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

40 ଓ ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

40 ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

40 ତୁମ୍ଭେମାନେ ମୋର ସସସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବା ଉଚିତ୍। ତୁମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ପବିତ୍ର ଲୋକ ହେବା ଉଚିତ୍।

Faic an caibideil Dèan lethbhreac




ଗଣନା ପୁସ୍ତକ 15:40
10 Iomraidhean Croise  

ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।


ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


କଲସୀୟ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ; ଆମ୍ଭମାନଙ୍କ ପିତା ଈଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।


Lean sinn:

Sanasan


Sanasan