ଗଣନା ପୁସ୍ତକ 15:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)41 ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁ ଅଟୁ। Faic an caibideilଓଡିଆ ବାଇବେଲ41 ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ। Faic an caibideilପବିତ୍ର ବାଇବଲ41 ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ମୁଁ ତୁମ୍ଭମାନଙ୍କର ପରମେଶ୍ୱର ହେବାକୁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛି।” Faic an caibideil |