ଗଣନା ପୁସ୍ତକ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ। Faic an caibideilଓଡିଆ ବାଇବେଲ5 ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ। Faic an caibideilପବିତ୍ର ବାଇବଲ5 ପ୍ରତ୍ୟେକ ଥର ତୁମ୍ଭେ ଏକ ମେଷବତ୍ସ ହୋମାର୍ଥକ ବଳି ଓ ହିନର ଏକ ତରୁର୍ଥାଂଶ ଦ୍ରାକ୍ଷାରସର ପେୟନୈବେଦ୍ୟ ପ୍ରସ୍ତୁତ କରିବା ଉଚିତ୍। Faic an caibideil |