Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 16:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ

20 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Faic an caibideil Dèan lethbhreac




ଗଣନା ପୁସ୍ତକ 16:20
3 Iomraidhean Croise  

ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”


Lean sinn:

Sanasan


Sanasan