ଗଣନା ପୁସ୍ତକ 16:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?” Faic an caibideilପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ? Faic an caibideilଓଡିଆ ବାଇବେଲ22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?” Faic an caibideilପବିତ୍ର ବାଇବଲ22 ତହୁଁ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କ’ଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳୀର କେହି ପାପ କରେ, ସମସ୍ତ ମଣ୍ତଳୀକୁ ଉତ୍ପିଡ଼ୀନ କରିବା ଉଚିତ୍ କି?” Faic an caibideil |
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।