ଗଣନା ପୁସ୍ତକ 16:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା; Faic an caibideilପବିତ୍ର ବାଇବଲ (Re-edited) - (BSI)39 ତହିଁରେ ସେହି ଦଗ୍ଧ ଲୋକମାନେ ଯେ ଯେ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା; Faic an caibideilଓଡିଆ ବାଇବେଲ39 ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା; Faic an caibideilପବିତ୍ର ବାଇବଲ39 ତେଣୁ ଇଲୀୟାସର ସେହି ଦଗ୍ଧ ଲୋକମାନଙ୍କର କଂସାର ଅଙ୍ଗାରଧାନୀ ଏକତ୍ରିତ କଲା। ସେମାନେ ଯଜ୍ଞବେଦିର ଧାତୁ ଆଚ୍ଛାଦକ ରୂପେ ଏହାକୁ ପିଟି କଲେ। Faic an caibideil |
ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”