Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 16:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

43 ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ଵୁ ସମ୍ମୁଖକୁ ଆସିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

43 ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

43 ତା'ପରେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 16:43
3 Iomraidhean Croise  

ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।


Lean sinn:

Sanasan


Sanasan