ଗଣନା ପୁସ୍ତକ 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। Faic an caibideilଓଡିଆ ବାଇବେଲ11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। Faic an caibideilପବିତ୍ର ବାଇବଲ11 “ଇସ୍ରାଏଲର ଲୋକମାନଙ୍କ ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର ଆମ୍ଭେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣଙ୍କୁ ଓ ତୁମ୍ଭର କନ୍ୟାମାନଙ୍କୁ ଅନନ୍ତକାଳୀନ ଅଧିକାରାର୍ଥେ ଦେଲୁ। ତୁମ୍ଭ ପରିବାରର ପ୍ରତ୍ୟେକ ବିଧିସମ୍ମତ ଶୁଚି ଲୋକ ତାହା ଭୋଜନ କରି ପାରିବେ। Faic an caibideil |