ଗଣନା ପୁସ୍ତକ 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା-ମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେ ଯେ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ। Faic an caibideilଓଡିଆ ବାଇବେଲ12 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ। Faic an caibideilପବିତ୍ର ବାଇବଲ12 “ଇସ୍ରାଏଲ ଲୋକମାନେ ମୋ’ ଉଦ୍ଦେଶ୍ୟରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦେଲୁ। Faic an caibideil |