Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଆଉ ସେମାନଙ୍କର ମାଂସ, ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ଏ ସମସ୍ତ ତୁମ୍ଭର ହେବ।

Faic an caibideil Dèan lethbhreac




ଗଣନା ପୁସ୍ତକ 18:18
4 Iomraidhean Croise  

ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।


ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।


Lean sinn:

Sanasan


Sanasan