ଗଣନା ପୁସ୍ତକ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ଵୁ ସମ୍ମୁଖରେ ରହିବ। Faic an caibideilଓଡିଆ ବାଇବେଲ2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ। Faic an caibideilପବିତ୍ର ବାଇବଲ2 ତୁମ୍ଭେ ଲେବୀୟମାନଙ୍କଠାରୁ ତୁମ୍ଭର ଅନ୍ୟ ଭ୍ରାତୃଗଣଙ୍କୁ ତୁମ୍ଭ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସାହାଯ୍ୟ କରିବେ। ଯେତେବେଳେ ତୁମ୍ଭେ ଓ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ ତମ୍ବୁ ସମ୍ମୁଖରେ ରହିବ। Faic an caibideil |