ଗଣନା ପୁସ୍ତକ 18:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ। Faic an caibideilଓଡିଆ ବାଇବେଲ3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ। Faic an caibideilପବିତ୍ର ବାଇବଲ3 ସେମାନେ ତୁମ୍ଭକୁ ବିବରଣୀ ଦେବେ ଓ ପବିତ୍ର ତମ୍ବୁର ରକ୍ଷାର ଦାୟିତ୍ୱ ନେବେ। କିନ୍ତୁ ସେମାନେ ପବିତ୍ର ପାତ୍ର ନିକଟକୁ କିମ୍ବା ଯଜ୍ଞବେଦି ନିକଟକୁ ଯିବେ ନାହିଁ। ତେଣୁ ସେମାନେ ମରନ୍ତି ନାହିଁ, ତୁମ୍ଭେ ମଧ୍ୟ ନୁହଁ। Faic an caibideil |