Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 18:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେତେବେଳେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେତେବେଳେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

30 “ମୋଶା ଲେବୀୟମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇସ୍ରାଏଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ୟ ଓ ଦ୍ରାକ୍ଷାରସ ତୁଲ୍ୟ ଗ୍ରହଣ କରାଯିବା ଉଚିତ୍।

Faic an caibideil Dèan lethbhreac




ଗଣନା ପୁସ୍ତକ 18:30
12 Iomraidhean Croise  

ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।


ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’


ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।


ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


Lean sinn:

Sanasan


Sanasan