ଗଣନା ପୁସ୍ତକ 18:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’” Faic an caibideilପବିତ୍ର ବାଇବଲ (Re-edited) - (BSI)32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ଵାରା ଘଟିତ କୌଣସି ପାପ ବହିବ ନାହିଁ; ପୁଣି ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ। Faic an caibideilଓଡିଆ ବାଇବେଲ32 ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।” Faic an caibideilପବିତ୍ର ବାଇବଲ32 ଆଉ ସେହି ଉତ୍ତମ ଦ୍ରବ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ ତୁମ୍ଭେମାନେ କୌଣସି ପାପ ବହନ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ନ ମରିବ ସେଥିପାଇଁ ଇସ୍ରାଏଲ ଲୋକମାନଙ୍କର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।” Faic an caibideil |