ଗଣନା ପୁସ୍ତକ 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।” Faic an caibideilପବିତ୍ର ବାଇବଲ (Re-edited) - (BSI)7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ଵନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ଵ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ଵ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ତ ହେବ। Faic an caibideilଓଡିଆ ବାଇବେଲ7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।” Faic an caibideilପବିତ୍ର ବାଇବଲ7 କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଯଜ୍ଞବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ପବିତ୍ର ସ୍ଥାନରେ ଯାଜକତ୍ୱ ପାଳନ କରିବ ଓ ସେବା କରିବ, ଆମ୍ଭେ ଆମ୍ଭର ଦାନଜନିତ ସେବାରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ। ଯଦି କେହି ଅଜଣା ବ୍ୟକ୍ତି ମୋର ପବିତ୍ର ସ୍ଥାନ ନିକଟକୁ ଆସେ, ତାକୁ ହତ୍ୟା କରାଯିବ।” Faic an caibideil |