ଗଣନା ପୁସ୍ତକ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ। Faic an caibideilଓଡିଆ ବାଇବେଲ10 ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ। Faic an caibideilପବିତ୍ର ବାଇବଲ10 “ଆଉ ଯେଉଁ ଲୋକ ସେ ଗାଈର ଭସ୍ମ ସଂଗ୍ରହ କରେ ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। “ଏହି ବିଧି ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶରେ ଜନ୍ମିତ ଅଧିବାସୀମାନଙ୍କ ନିମନ୍ତେ ଲାଗୁ ହେବ। ଏହି ନିୟମ ଚିରସ୍ଥାୟୀ। Faic an caibideil |