ଗଣନା ପୁସ୍ତକ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେ ତୃତୀୟ ଦିନରେ ତଦ୍ଦ୍ଵାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯେବେ ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ। Faic an caibideilଓଡିଆ ବାଇବେଲ12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ। Faic an caibideilପବିତ୍ର ବାଇବଲ12 ସେ ତୃତୀୟ ଦିନରେ ଓ ସପ୍ତମ ଦିନରେ ନିଜକୁ ଶୁଚି କରିବ। ଯଦି ସେ ତୃତୀୟ ଦିନରେ ନିଜକୁ ଶୁଚି ନ କରେ ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ। Faic an caibideil |