ଗଣନା ପୁସ୍ତକ 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଯେବେ କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୌଚ ତାହାଠାରେ ଥାଏ। Faic an caibideilଓଡିଆ ବାଇବେଲ13 ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ। Faic an caibideilପବିତ୍ର ବାଇବଲ13 ଯଦି କେହି ଶବ ଛୁଇଁ ନିଜକୁ ଶୁଚି ନ କରେ ତେବେ ସେ ସଦାପ୍ରଭୁଙ୍କ ପବିତ୍ର ତମ୍ବୁକୁ ଅଶୁଚି କରେ। ସେହି ମନୁଷ୍ୟ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ବହିଷ୍କାର ରହିବ। ତାହା ଉପରେ ଶୁଚି ନିମନ୍ତେ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ। ତା'ର ଅଶୌଚ ତାହାଠାରେ ରହିବ। Faic an caibideil |