ଗଣନା ପୁସ୍ତକ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ପୁଣି ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ। Faic an caibideilଓଡିଆ ବାଇବେଲ19 ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ। Faic an caibideilପବିତ୍ର ବାଇବଲ19 “ତତ୍ପରେ ସେହି ଶୁଚିମନ୍ତ ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ସେହି ଅଶୁଚି ଜଣକ ଉପରେ ତାହା ଛିଞ୍ଚିବ। ତହୁଁ ସେ ସପ୍ତମ ଦିନରେ ସେହି ବ୍ୟକ୍ତିକୁ ପରିଷ୍କାର କରିବା ଉଚିତ୍। ଆଉ ସେ ନିଜର ବସ୍ତ୍ର ଧୋଇ ଜଳରେ ସ୍ନାନ କରିବା ଉଚିତ୍ ଓ ସନ୍ଧ୍ୟା ସମୟରେ ସେ ଶୁଚି ହେବ। Faic an caibideil |