Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକି ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଆଉ ଜଣେ ତାହାର ଦୃଷ୍ଟି ଗୋଚରରେ ସେହି ଗାଈକି ଦ‌ଗ୍‌ଧ କରିବ, ସେ ତାହାର ଗୋମୟ ସହିତ ଚର୍ମ, ମାଂସ ଓ ରକ୍ତ ଦ‌ଗ୍‌ଧ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 19:5
5 Iomraidhean Croise  

ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।


Lean sinn:

Sanasan


Sanasan