ଗଣନା ପୁସ୍ତକ 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକି ଆସିବ, ପୁଣି ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Faic an caibideilଓଡିଆ ବାଇବେଲ7 ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Faic an caibideilପବିତ୍ର ବାଇବଲ7 ତା'ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ତା'ପରେ ସେ ଛାଉଣିକି ଆସିବ। ପୁଣି ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Faic an caibideil |