ଗଣନା ପୁସ୍ତକ 2:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ଵଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ। Faic an caibideilଓଡିଆ ବାଇବେଲ34 ଏହିରୂପେ ଇସ୍ରାଏଲ ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ। Faic an caibideilପବିତ୍ର ବାଇବଲ34 ମୋଶାଙ୍କୁ ସଦାପ୍ରଭୁ ଯାହା ଆଜ୍ଞା ଦେଇଥିଲେ, ଇସ୍ରାଏଲର ଲୋକମାନେ ସେ ସମସ୍ତ କଲେ। ସେମାନେ ନିଜ ନିଜ ବଂଶ ନିକଟରେ ନିଜ ନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ। Faic an caibideil |