ଗଣନା ପୁସ୍ତକ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ; Faic an caibideilପବିତ୍ର ବାଇବଲ (Re-edited) - (BSI)16 ସେସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ; Faic an caibideilଓଡିଆ ବାଇବେଲ16 ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ; Faic an caibideilପବିତ୍ର ବାଇବଲ16 ସେତେବେଳେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସାହାଯ୍ୟ ପାଇଁ ବିଳାପ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ। “ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗରରେ ଅଛୁ। Faic an caibideil |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।