Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 20:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ତହୁଁ ସେ କହିଲେ, ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

20 ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ

20 ମାତ୍ର ଇଦୋମ ପୁନର୍ବାର ଉତ୍ତର ଦେଲେ, “ନା!” ତା'ପରେ ଇଦୋମ ଏକ ଶକ୍ତିଶାଳୀ ସୈନ୍ୟବାହିନୀ ନେଇ ଇସ୍ରାଏଲ ବିରୁଦ୍ଧରେ ଲଢ଼ିବାକୁ ବାହାରିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 20:20
10 Iomraidhean Croise  

ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”


ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।


ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”


ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।


ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ‘ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ;’ ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ।


ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।


Lean sinn:

Sanasan


Sanasan