ଗଣନା ପୁସ୍ତକ 20:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।” Faic an caibideilପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଯଷ୍ଟି ନିଅ, ପୁଣି ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ତଳୀକି ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ତଳୀକି ଓ ସେମାନଙ୍କ ପଶୁଗଣକୁ ପାନ କରାଇବ। Faic an caibideilଓଡିଆ ବାଇବେଲ8 “ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।” Faic an caibideilପବିତ୍ର ବାଇବଲ8 “ତୁମ୍ଭେ ଆଶାବାଡ଼ି ନିଅ, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ସମସ୍ତ ମଣ୍ତଳୀକି ଏକତ୍ର କରିବା ଉଚିତ୍। ଆଉ ତୁମ୍ଭେମାନେ ସେମାନଙ୍କ ସମ୍ମୁଖରେ ସେହି ଶୈଳକୁ ଜଳ ଦେବା ପାଇଁ ଆଜ୍ଞା ଦିଅ। ତହିଁରେ ସେହି ଶୈଳରୁ ଜଳ ବାହାର କରି ଲୋକମାନଙ୍କୁ ଓ ସେମାନଙ୍କର ପଶୁଗଣଙ୍କୁ ଜଳ ପାନ କରାଇବ।” Faic an caibideil |