Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 21:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ; ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;

Faic an caibideil Dèan lethbhreac

ଓଡିଆ ବାଇବେଲ

17 ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;

Faic an caibideil Dèan lethbhreac

ପବିତ୍ର ବାଇବଲ

17 ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାଇଲେ: “ହେ କୂପଜଳ, ଉଚ୍ଛୁଳିଉଠ, ତହିଁ ଉଦ୍ଦେଶ୍ୟରେ ଗାନ କର।

Faic an caibideil Dèan lethbhreac




ଗଣନା ପୁସ୍ତକ 21:17
8 Iomraidhean Croise  

ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।


ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।


ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”


ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।


ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍‍ ଗାୟନ କରି କହିଲେ:


Lean sinn:

Sanasan


Sanasan