ଗଣନା ପୁସ୍ତକ 21:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)32 ଅନନ୍ତର ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ। Faic an caibideilଓଡିଆ ବାଇବେଲ32 ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ। Faic an caibideilପବିତ୍ର ବାଇବଲ32 ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ତାଙ୍କର ଲୋକ ପଠାଇଲେ ଏବଂ ତାଙ୍କର ଲୋକମାନେ ତହିଁର ସମସ୍ତ ଛୋଟ ନଗରଗୁଡ଼ିକୁ ଅକ୍ତିଆର କଲେ ଓ ସେଠାରେ ବାସ କରୁଥିବା ଇମୋରୀୟମାନଙ୍କୁ ତଡ଼ି ଦେଲେ। Faic an caibideil |