ଗଣନା ପୁସ୍ତକ 22:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା; Faic an caibideilପବିତ୍ର ବାଇବଲ (Re-edited) - (BSI)23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା; ତହିଁରେ ବିଲୀୟମ ଗର୍ଦ୍ଦଭୀକି ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା; Faic an caibideilଓଡିଆ ବାଇବେଲ23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା; Faic an caibideilପବିତ୍ର ବାଇବଲ23 ଏଥିରେ ବିଲିୟମଙ୍କର ଗଧ ସଦାପ୍ରଭୁଙ୍କ ଖଡ଼୍ଗଧାରୀ ଦୂତକୁ ଦେଖିଲା। ତହୁଁ ସେ ବାଟ ଛାଡ଼ି ବିଲ ଆଡ଼କୁ ଗଲା। ତେଣୁ ବିଲିୟମ ରାଗିଯାଇ ଗଧକୁ ବାଟକୁ ଆଣିବା ପାଇଁ ପ୍ରହାର କଲା। Faic an caibideil |