ଗଣନା ପୁସ୍ତକ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।” Faic an caibideilପବିତ୍ର ବାଇବଲ (Re-edited) - (BSI)4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ। Faic an caibideilଓଡିଆ ବାଇବେଲ4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।” Faic an caibideilପବିତ୍ର ବାଇବଲ4 ମୋୟାବ ମିଦିୟନୀୟ ପ୍ରାଚୀନଗଣକୁ କହିଲେ ଯେ, “ଏହିସବୁ ଲୋକମାନେ ଗାଈପରି ସମଗ୍ର ଇସ୍ରାଏଲ ଭୂମିରେ ଚରିଯିବେ। ଗୋରୁ ଯେପରି ପଦାରୁ ଘାସ ଗ୍ଭଟିଖାଏ, ସେହିପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଗ୍ଭଟି ପକାଇବେ।” ସେ ସମୟରେ ବାଲାକ୍ ମୋୟାବର ରାଜା ଥିଲେ। ସେ ସିପ୍ପୋର ପୁତ୍ର ଥିଲେ। Faic an caibideil |