Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 23:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ବାଲାକ ବିଲୀୟମକୁ କହିଲେ, ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଏଥିରେ ବାଲାକ୍ ବିଲିୟମକୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କ’ଣ କଲ? ଆମ୍ଭେ ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଥିଲୁ। ମାତ୍ର ତୁମ୍ଭେ ସେମାନଙ୍କୁ ଆଶୀର୍ବାଦ କଲ।”

Faic an caibideil Dèan lethbhreac




ଗଣନା ପୁସ୍ତକ 23:11
7 Iomraidhean Croise  

କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”


କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”


ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?”


ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।


Lean sinn:

Sanasan


Sanasan