Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସେ ବାଲାକଙ୍କୁ କହିଲା, ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସହିତ ସାକ୍ଷାତ୍ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ

15 ବିଲିୟମ ବାଲାକକୁ କହିଲେ, “ତୁମ୍ଭେ ତୁମ୍ଭର ହୋମବଳି ନିକଟରେ ଛିଡ଼ାହୁଅ। ମୁଁ ସେହି ସ୍ଥାନରେ ପରମେଶ୍ୱରଙ୍କୁ ସାକ୍ଷାତ କରିବି।”

Faic an caibideil Dèan lethbhreac




ଗଣନା ପୁସ୍ତକ 23:15
5 Iomraidhean Croise  

ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।


ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”


ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।


ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।


Lean sinn:

Sanasan


Sanasan