Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 23:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।”

Faic an caibideil Dèan lethbhreac

ପବିତ୍ର ବାଇବଲ

18 ତା'ପରେ ବିଲିୟମ କହିଲେ, “ହେ ବାଲାକ୍, ଉଠ ଏବଂ ମୋ’ କଥା ଶୁଣ, ହେ ସି‌ପ୍‌ପୋରର ପୁତ୍ର, ଦୟାକରି ମୋ’ କଥାକୁ ତୁମ୍ଭର କର୍ଣ୍ଣ ଦିଅ।

Faic an caibideil Dèan lethbhreac




ଗଣନା ପୁସ୍ତକ 23:18
3 Iomraidhean Croise  

ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।


Lean sinn:

Sanasan


Sanasan