ଗଣନା ପୁସ୍ତକ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତହିଁରେ ବାଲାକ ବିଲୀୟମର କଥାନୁସାରେ କଲେ; ପୁଣି ବାଲାକ ଓ ବିଲୀୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। Faic an caibideilଓଡିଆ ବାଇବେଲ2 ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। Faic an caibideilପବିତ୍ର ବାଇବଲ2 ବାଲାକ୍ ବିଲିୟମର କଥା ଅନୁସାରେ କଲେ, ପୁଣି ବାଲାକ୍ ଓ ବିଲିୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। Faic an caibideil |