Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 24:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।”

Faic an caibideil Dèan lethbhreac

ପବିତ୍ର ବାଇବଲ

21 ତହୁଁ ସେ କେନୀୟମାନଙ୍କ ଆଡ଼କୁ ମୁହଁ କରି କହିଲା, “ତୁମ୍ଭେ ଭାବୁଛ, ତୁମ୍ଭର ଦେଶ ଅତି ଦୃଢ଼ ଓ ତୁମ୍ଭର ଗୃହଗୁଡ଼ିକ ପଥୁରିଆ ଜାଗାର ଶୀର୍ଷରେ ଥିବା ପକ୍ଷୀବସା ପରି।

Faic an caibideil Dèan lethbhreac




ଗଣନା ପୁସ୍ତକ 24:21
4 Iomraidhean Croise  

ଅର୍ଥାତ୍‍, କେନୀୟ, କନଜୀୟ, କଦ୍‍ମୋନୀୟ,


ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;


ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।


ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।


Lean sinn:

Sanasan


Sanasan