ଗଣନା ପୁସ୍ତକ 24:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ। Faic an caibideilଓଡିଆ ବାଇବେଲ22 ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ। Faic an caibideilପବିତ୍ର ବାଇବଲ22 କିନ୍ତୁ କେନୀୟମାନେ କ୍ଷୟପ୍ରାପ୍ତ ହେବେ। ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।” Faic an caibideil |
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”